John 15:25 — Compare Translations
7 translations compared side by side
Odia - 1840
"ଏସବୁ ଘଟିବା ଦ୍ବାରା ତାହାଙ୍କ ବିଧି ବ୍ଯବସ୍ଥା ରେ ଯାହା ଲଖାେଥିଲା ତାହା ସତ୍ଯ ହେଲା: ' ସମାନେେ ମାେତେ ବିନା କାରଣ ରେ ଘୃଣା କଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ, ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏସବୁ ଘଟିବାର ଥିଲା, କାରଣ ତଦ୍ଦ୍ୱାରା ଶାସ୍ତ୍ରରେ ଯାହା ଉଲ୍ଲିଖିତ ଅଛି, ତାହା ସଫଳ ହେଲା: ‘ଅକାରଣରେ ସେମାନେ ମୋତେ ଘୃଣା କଲେ’।
Odia Bible ERV 2004 (ପବିତ୍ର ବାଇବଲ)
ଏସବୁ ଘଟିବା ଦ୍ୱାରା ତାହାଙ୍କ ବିଧି ବ୍ୟବସ୍ଥାରେ ଯାହା ଲେଖାଥିଲା ତାହା ସତ୍ୟ ହେଲା: ‘ସେମାନେ ମୋତେ ବିନା କାରଣରେ ଘୃଣା କଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ, ସେମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ଏପରି ଘଟୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ಖಾಯ್ದ್ಯಾತ್ನಿ ಕಾಯ್ಬಿ ಕಾರನ್ ನಸ್ತಾನಾ ತೆನಿ ಮಾಜೊ ದ್ವೆಸ್ ಕರ್ಲ್ಯಾನಿ. ಮನುನ್ ಲಿವಲ್ಲೆ ಖರೆ ಹೊವ್ಸಾಟ್ನಿ ಹೆ ಸಗ್ಳೆ ಅಶೆ ಹೊಲೆ.