John 15:26 — Compare Translations
7 translations compared side by side
Odia - 1840
"ମୁଁ ପରମପିତାଙ୍କ ପାଖରୁ ତୁମ୍ଭମାନଙ୍କ ନିକଟକୁ ସହେି ସାହାୟ୍ଯକାରୀଙ୍କୁ ପଠାଇବି। ସହେି ସାହାର୍ୟ୍ଯକାରୀ ସତ୍ଯମୟ ଆତ୍ମା ଅଟନ୍ତି। ସେ ପରମପାତାଙ୍କ ପାଖରୁ ଆସନ୍ତି। ସେ ଯେତବେେଳେ ଆସିବେ, ସେ ମାେ ବିଷୟ ରେ ସାକ୍ଷ୍ଯ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବହିର୍ଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;
Odia BSI (ପବିତ୍ର ବାଇବଲ (CL) NT (BSI))
“ସହାୟକ ପବିତ୍ରଆତ୍ମା ନିଶ୍ଚୟ ଆସିବେ। ସେ ପିତାଙ୍କ ନିକଟରୁ ଆସି, ଈଶ୍ୱରଙ୍କ ବିଷୟରେ ସତ୍ୟ ପ୍ରକାଶ କରିବେ। ମୁଁ ତାଙ୍କୁ ପିତାଙ୍କ ନିକଟରୁ ତୁମ୍ଭମାନଙ୍କ ପାଖକୁ ପଠଇଦେବି। ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ପରମପିତାଙ୍କ ପାଖରୁ ତୁମ୍ଭମାନଙ୍କ ନିକଟକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। ସେହି ସାହାଯ୍ୟକାରୀ ସତ୍ୟମୟ ଆତ୍ମା ଅଟନ୍ତି। ସେ ପରମପାତାଙ୍କ ପାଖରୁ ଆସନ୍ତି। ସେ ଯେତେବେଳେ ଆସିବେ, ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;
Odia IRV 2017 (ଓଡିଆ ବାଇବେଲ)
ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ವಿಶಯಾತ್ಲೆ ಖರೆ ದಾಕ್ವುನ್ ದಿತಲೊ, ಮಜತ್ ಕರ್ತಲೊ ಪವಿತ್ರ್ ಆತ್ಮೊ ಬಾಬಾಕ್ನಾ ಯೆತಾ. ಮಿಯಾ ತೆಕಾ ಬಾಬಾಕ್ನಾ ತುಮ್ಚೆಕ್ಡೆ ಧಾಡುನ್ ದಿತಾ. ಅನಿ ತೊ ಮಾಜೆ ವಿಶಯಾತ್ ಸಾಕ್ಷಿ ದಿತಾ.