John 15:27 — Compare Translations
7 translations compared side by side
Odia - 1840
"ତୁମ୍ଭେ ମାେ ବିଷୟ ରେ ଲୋକମାନଙ୍କୁ ମଧ୍ଯ କହିବ, କାରଣ ତୁମ୍ଭମାନେେ ପ୍ରଥମରୁ ମାେ ସହିତ ରହିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ମଧ୍ୟ ମୋ’ ବିଷୟରେ ସାକ୍ଷ୍ୟ ଦେବ, କାରଣ ଆରମ୍ଭରୁ ତୁମେ ସବୁ ମୋ’ ସହିତ ରହିଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ବିଷୟରେ ଲୋକମାନଙ୍କୁ ମଧ୍ୟ କହିବ, କାରଣ ତୁମ୍ଭେମାନେ ପ୍ରଥମରୁ ମୋ’ ସହିତ ରହିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋ' ସହିତ ରହିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತುಮಿಬಿ ಮಾಜ್ಯಾ ವಿಶಯಾತ್ ಸಾಕ್ಷಿ ಬೊಲ್ತ್ಯಾಶಿ ಕಶ್ಯಾಕ್ ಮಟ್ಲ್ಯಾರ್ ಅದ್ದಿಚ್ಯಾನುಚ್ ತುಮಿ ಮಾಜ್ಯಾ ವಾಂಗ್ಡಾ ಹೊತ್ತ್ಯಾಶಿ.