John 15:4 — Compare Translations

7 translations compared side by side

Odia - 1840
"ମାେ'ଠା ରେ ରୁହ ଓ ମୁଁ ତୁମ୍ଭଠା ରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗା ରେ କବେେ ଫଳ ଦବେ ନାହିଁ। ଏହା ଲତା ରେ ଲାଗି ରହିବା ଉଚିତ। ତୁମ୍ଭମାନେେ ମଧ୍ଯ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମାେ ସହିତ ମିଶି ରହିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି । ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼଠାରେ ନ ରହିଲେ ଫଳ ଫଳି ପାର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ସହିତ ସଂଯୁକ୍ତ ହୋଇ ରୁହ। ତା’ହେଲେ ମୁଁ ମଧ୍ୟ ତୁମ ସହିତ ରହିବି। ଶାଖା, ଲତା ସହିତ ସଂଯୁକ୍ତ ହୋଇ ନ ରହିଲେ, ନିଜେ ଫଳ ଧରି ପାରିବ ନାହିଁ, ସେହିପରି ତୁମେ ମୋ’ଠାରେ ନ ରହିଲେ, ଫଳପ୍ରଦ ହୋଇପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ଠାରେ ରୁହ ଓ ମୁଁ ତୁମ୍ଭଠାରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗାରେ କେବେ ଫଳ ଦେବ ନାହିଁ। ଏହା ଲତାରେ ଲାଗି ରହିବା ଉଚିତ୍। ତୁମ୍ଭେମାନେ ମଧ୍ୟ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମୋ’ ସହିତ ମିଶି ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋ'ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି । ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋ'ଠାରେ ନ ରହିଲେ ଫଳ ଫଳି ପାର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮಾಜ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ರ್‍ಹಾವಾ ಅನಿ ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ರ್‍ಹಾತಾ. ಖಲ್ಯಾಬಿ ಎಕ್ ಫಾಟ್ಯಾನ್ ಯೆಲಿಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ರ್‍ಹಾಲ್ಯಾ ಶಿವಾಯ್ ಫಳಾ ದಿವ್ಕ್ ಹೊಯ್ನಾ. ತಶೆಚ್ ತುಮಿ ಮಾಜ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ರ್‍ಹಾಲ್ಯಾ ಶಿವಾಯ್ ತುಮಿ ಫಳ್ ದಿವ್ಕ್ ಹೊಯ್ನಾ”.