John 15:7 — Compare Translations

7 translations compared side by side

Odia - 1840
"ମାଠାେ ରେ ରୁହ ଓ ମାରେଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତବେେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ତୁମ୍ଭେମାନେ ମୋʼଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଯଦି ମୋ’ ସହିତ ସଂଯୁକ୍ତ ହୋଇ ରୁହ ଓ ମୋର ବାକ୍ୟ ତୁମ ହୃଦୟରେ ରହିଥାଏ, ତେବେ ତୁମେ ଯାହା ଇଚ୍ଛା କରି ମାଗିବ, ତାହା ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
“ମୋ’ଠାରେ ରୁହ ଓ ମୋର ଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତେବେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮಾಜ್ಯಾ ವಾಂಗ್ಡಾ ರ್‍ಹಾಲ್ಯಾರ್ ಅನಿ ಮಾಜ್ಯಾ ಗೊಸ್ಟಿಯಾ ತುಮ್ಚ್ಯಾ ಭುತ್ತುರ್ ರ್‍ಹಾಲ್ಯಾರ್ ತುಮಿ ತುಮ್ಕಾ ಕಾಯ್ ಪಾಜೆ ತೆ ಮಾಗಾ ತೆ ತುಮ್ಕಾ ಗಾವ್ತಾ.