John 16:1 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ବାସ ନଷ୍ଟ କରି ନପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ କଥା କହିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭେମାନେ ଯେପରି ନିଜର ବିଶ୍ୱାସ ନ ହରାଅ, ସେଥବପାଇଁ ମୁଁ ଏହିସବୁ କଥା କହିଛି।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ୱାସ ନଷ୍ଟ କରି ନ ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಚೊ ವಿಶ್ವಾಸ್ ಹಾಲುಚೆ ನ್ಹಯ್ ಮನುನ್ ಮಿಯಾ ಹೆ ಸಗ್ಳೆ ತುಮ್ಕಾ ಅದ್ದಿಚ್ ಸಾಂಗುಕ್ ಲಾಗ್ಲಾ.