John 16:10 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ସହିତ ମାରେ ସୁସଂପର୍କ ସମ୍ବନ୍ଧ ରେ ସେ ସମାନଙ୍କେୁ ପ୍ରମାଣ ଦବେେ, କାରଣ ମୁଁ ପରମପିତାଙ୍କ ପାଖକୁ ଯାଉଛି। ତା'ପରେ ଆଉ ତୁମ୍ଭେ ମାେତେ ଦେଖିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକତା ବିଷୟରେ- କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପିତାଙ୍କ ନିକଟକୁ ଯାଉଛି ଏବଂ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; ଏହା ମୋର ଧାର୍ମିକତା ପ୍ରତିପନ୍ନ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସହିତ ମୋର ସୁସମ୍ପର୍କ ସମ୍ବନ୍ଧରେ ସେ ସେମାନଙ୍କୁ ପ୍ରମାଣ ଦେବେ, କାରଣ ମୁଁ ପରମପିତାଙ୍କ ପାଖକୁ ଯାଉଛି। ତା’ପରେ ଆଉ ତୁମ୍ଭେ ମୋତେ ଦେଖିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକତା ବିଷୟରେ- କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಖಲೆ ಸಮಾ ಹಾಯ್ ತೆಕಾಚ್ ವ್ಹಾಕ್ಡೆ ಹೊವ್ನ್ ಹಾತ್, ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಮಾಜ್ಯಾ ಬಾಬಾಕ್ಡೆ ಜಾವ್‍ಲಾ, ಅನಿ ಫಿಡೆ ಮಿಯಾ ಕೊನಾಕ್ಬಿ ಬಗುಕ್ ಗಾವಿನಾ,