John 16:11 — Compare Translations

7 translations compared side by side

Odia - 1840
"ସହେି ସାହାୟ୍ଯକାରୀ ବିଚାରର ସତ୍ଯତା ବିଷୟ ରେ ଜଗତକୁ ପ୍ରମାଣ ଦବେେ, କାରଣ ଏହି ଜଗତର ଶାସକର ବିଚାର ହାଇେ ସାରିଲଣେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଚାର ବିଷୟରେ- କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ଜଗତର ଅଧିପତି ଦୋଷୀ ସାବ୍ୟସ୍ତ ହୋଇଛି; ଏଥିରୁ ଈଶ୍ୱରଙ୍କ ନ୍ୟାୟ ବିଚାର ପ୍ରକାଶ ପାଏ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସାହାଯ୍ୟକାରୀ ବିଗ୍ଭରର ସତ୍ୟତା ବିଷୟରେ ଜଗତକୁ ପ୍ରମାଣ ଦେବେ, କାରଣ ଏହି ଜଗତର ଶାସକର ବିଗ୍ଭର ହୋଇ ସାରି‌‌ଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ବିଚାର ବିଷୟରେ- କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಝಡ್ತಿಚ್ಯಾ ವಿಶಯಾತ್ ಚುಕ್ ಚಿಂತುನ್ ಘೆವ್ನ್ ಹಾತ್ ಕಶ್ಯಾಕ್ ಮಟ್ಲ್ಯಾರ್ ಹ್ಯಾ ಜಗಾಕ್ ಫುಡಾರ್‍ಯಾಚಿ ಝಡ್ತಿ ಹೊವ್ನ್ ನಿರ್‍ನಯ್ ಕರುನ್ ಹೊಲ್ಲೆ ಹಾಯ್.