John 16:14 — Compare Translations
7 translations compared side by side
Odia - 1840
"ପବିତ୍ର ଆତ୍ମା ମାେ ପାଇଁ ଗୌରବ ଆଣିବେ। ସେ ମାଠାରୁେ ସମସ୍ତ ସତ୍ଯ ବିଷୟ ଗ୍ରହଣ କରି ତୁମକୁ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ଗୌରବାନ୍ଵିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋତେ ସେ ମହିମାନ୍ୱିତ କରିବେ, କାରଣ ମୋ’ଠାରୁ ସବୁ କଥା ଜାଣି ସେ ତାହା ତୁମ ନିକଟରେ ପ୍ରକାଶ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ରଆତ୍ମା ମୋ’ ପାଇଁ ଗୌରବ ଆଣିବେ। ସେ ମୋ’ଠାରୁ ସମସ୍ତ ସତ୍ୟ ବିଷୟ ଗ୍ରହଣ କରି ତୁମକୁ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಮಾಕಾ ಮಹಿಮಾ ದಿತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಮಿಯಾ ಸಾಂಗಲ್ಲೆ ಘೆತಾ ಅನಿ ತುಮ್ಕಾ ಸಾಂಗ್ತಾ.