John 16:17 — Compare Translations
7 translations compared side by side
Odia - 1840
"କେତଜେଣ ଶିଷ୍ଯ ପରସ୍ପରକୁ କହିଲେ, ଯୀଶୁଙ୍କର ଏପରି କହିବା ଅର୍ଥ କ'ଣ, 'ଅଳ୍ପ ସମୟ ପରେ ତୁମ୍ଭେ ମାେତେ ଦେଖି ପାରିବ ନାହିଁ। ପୁଣି ଆଉ ଅଳ୍ପକ୍ଷଣ ଉତ୍ତା ରେ ତୁମ୍ଭେ ମାେତେ ଦେଖିପାରିବ। ପିତାଙ୍କ ନିକଟକୁ ୟିବାର ଅର୍ଥ କ'ଣ? ତାହାଙ୍କ କଥାର ଅର୍ଥ ତ ଆମ୍ଭେ କିଛି ବୁଝି ପାରୁନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି, ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କଅଣ?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନଙ୍କ ମଧ୍ୟରୁ କେତେକ ପରସ୍ପରକୁ ପଚାରିଲେ, “ଏହାର ଅର୍ଥ କ’ଣ? ସେ କହୁଛନ୍ତି, ଅଳ୍ପ ସମୟ ପରେ ଆମେ ତାଙ୍କୁ ଦେଖିପାରିବା ନାହିଁ, ପୁଣି ଆଉ କିଛି କାଳ ପରେ ତାଙ୍କୁ ଦେଖିବା। ପୁଣି ସେ କହୁଛନ୍ତି, ସେ ତାଙ୍କ ପିତାଙ୍କ ନିକଟକୁ ଯିବେ।
Odia Bible ERV 2004 (ପବିତ୍ର ବାଇବଲ)
କେତେଜଣ ଶିଷ୍ୟ ପରସ୍ପରକୁ କହିଲେ, “ଯୀଶୁଙ୍କର ଏପରି କହିବା ଅର୍ଥ କ’ଣ, ‘ଅଳ୍ପ ସମୟ ପରେ ତୁମ୍ଭେ ମୋତେ ଦେଖି ପାରିବ ନାହିଁ। ପୁଣି ଆଉ ଅଳ୍ପକ୍ଷଣ ଉତ୍ତାରେ ତୁମ୍ଭେ ମୋତେ ଦେଖି ପାରିବ।” ପିତାଙ୍କ ନିକଟକୁ ଯିବାର ଅର୍ଥ କ’ଣ? ତାହାଙ୍କ କଥାର ଅର୍ଥ ତ ଆମ୍ଭେ କିଛି ବୁଝି ପାରୁ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି,” ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କଅଣ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି, ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କ'ଣ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಿಸಾನಿತ್ಲ್ಯಾ ಉಲ್ಲ್ಯಾನಿ ಎಕಾಮೆಕಾತ್ನಿ “ಅಶೆ ಮಟ್ಲ್ಯಾರ್ ಕಾಯ್? ತೊ ಮನ್ತಾ ಉಲ್ಲ್ಯಾ ಎಳಾನ್ ಮಿಯಾ ತುಮ್ಕಾ ಬಗುಕ್ ಗಾವಿನಾ, ಅನಿ ಅನಿ ಉಲ್ಲ್ಯಾ ಎಳಾನ್ ಮಿಯಾ ತುಮ್ಕಾ ಬಗುಕ್ ಗಾವ್ತಾ ಅನಿ ತೊ ಮಾನಾ ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಮಾಜ್ಯಾ ಬಾಬಾಕ್ಡೆ ಜಾವ್ಕ್ ಲಾಗ್ಲಾ”