John 16:18 — Compare Translations
7 translations compared side by side
Odia - 1840
"ଶିଷ୍ଯମାନେ ପଚାରିଲେ, ତାହାଙ୍କ କହିବା ଅନୁସାରେ ସହେି 'ଅଳ୍ପ ସମୟର ଅର୍ଥ କ'ଣ?' ସେ ଏପରି କ'ଣ କହୁଛନ୍ତି ଆମ୍ଭେ ବୁଝିପାରୁନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ କହିଲେ, ଅଳ୍ପ ସମୟ ବୋଲି ଏ କଅଣ କହୁଅଛନ୍ତି? ସେ କଅଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
‘ଅଳ୍ପ ସମୟ’, ଏହାର ଅର୍ଥ କଅଣ? ସେ କ’ଣ କହୁଛନ୍ତି, ବୁଝିହେଉ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ପଗ୍ଭରିଲେ, ତାହାଙ୍କ କହିବା ଅନୁସାରେ “ସେହି ‘ଅଳ୍ପ ସମୟର ଅର୍ଥ କ’ଣ?’ ସେ ଏପରି କ’ଣ କହୁଛନ୍ତି ଆମ୍ଭେ ବୁଝିପାରୁ ନାହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେମାନେ କହିଲେ, “ଅଳ୍ପ ସମୟ” ବୋଲି ଏ କଅଣ କହୁଅଛନ୍ତି? ସେ କଅଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେମାନେ କହିଲେ, ଅଳ୍ପ ସମୟ ବୋଲି ଏ କ'ଣ କହୁଅଛନ୍ତି? ସେ କ'ଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಉಲ್ಲೊ ಎಳ್ ಮಟ್ಲ್ಯಾರ್ ಕಾಯ್? ಹ್ಯೊ ಕಾಚ್ಯಾ ವಿಶಯಾತ್ ಬೊಲುಲಾ ಮನುನ್ “ಅಮ್ಕಾ ಕಳಿನಾ ಹೊಲಾ” ಮನುನ್ ಇಚಾರ್ಲ್ಯಾನಿ.