John 16:19 — Compare Translations

7 translations compared side by side

Odia - 1840
"ଯୀଶୁ ଜାଣିଲେ ଯେ ଶିଷ୍ଯମାନେ ତାହାଙ୍କୁ ଏ ବିଷୟ ରେ ପଚାରିବା ପାଇଁ ଇଚ୍ଛା କରୁଛନ୍ତି। ତେଣୁ ସେ ଶିଷ୍ଯମାନଙ୍କୁ କହିଲେ, ମାେ କଥାର ଅର୍ଥ କ'ଣ, ତାହା ତୁମ୍ଭେ ପରସ୍ପରକୁ ପଚାରୁଛ। ମୁଁ କହିଲି, ଅଳ୍ପକ୍ଷଣ ପରେ ତୁମ୍ଭମାନେେ ମାେତେ ଦେଖିପାରିବ ନାହିଁ ଓ ପୁଣି ଆଉ ଅଳ୍ପ ସମୟ ଉତ୍ତା ରେ ତୁମ୍ଭମାନେେ ମାେତେ ଦେଖିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ତାଙ୍କୁ ପ୍ରଶ୍ନ କରିବାକୁ ଚାହୁଁଛନ୍ତି ବୋଲି ଜାଣିପାରି, ଯୀଶୁ କହିଲେ, “ମୁଁ କହିଲି, ‘ଅଳ୍ପ ସମୟ ପରେ ତୁମ୍ଭେମାନେ ମୋତେ ଦେଖିପାରିବ ନାହିଁ, କିନ୍ତୁ ତା’ର କିଛି କାଳ ପେର ମୋତେ ପୁଣି ଦେଖିବ’। ଏ ବିଷୟରେ ତୁମ୍ଭେମାନେ ଆଲୋଚନା କରୁଥିଲ, ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜାଣିଲେ ଯେ ଶିଷ୍ୟମାନେ ତାହାଙ୍କୁ ଏ ବିଷୟରେ ପଗ୍ଭରିବା ପାଇଁ ଇଚ୍ଛା କରୁଛନ୍ତି। ତେଣୁ ସେ ଶିଷ୍ୟମାନଙ୍କୁ କହିଲେ, “ମୋ’ କଥାର ଅର୍ଥ କ’ଣ, ତାହା ତୁମ୍ଭେ ପରସ୍ପରକୁ ପଗ୍ଭରୁଛ।” ମୁଁ କହିଲି, “ଅଳ୍ପକ୍ଷଣ ପରେ ତୁମ୍ଭେମାନେ ମୋତେ ଦେଖି ପାରିବ ନାହିଁ ଓ ପୁଣି ଆଉ ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ‘ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?’
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କ'ଣ ପରସ୍ପର ବାଦାନୁବାଦ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಕಾ ಕಾಯ್ಕಿ ಇಚಾರುಚೆ ಮನುನ್ ಹಾತ್ ಮನುನ್ ಜೆಜುಕ್ ಕಳ್ಳೆ, ತನ್ನಾ ತೆನಿ ತೆಂಕಾ, “ಉಲ್ಲ್ಯಾ ಎಳಾನ್ ಮಿಯಾ ಬಗುಕ್ ಗಾವಿನಾ, ಮಾನಾ ಅನಿ ಉಲ್ಲ್ಯಾ ಎಳಾನ್ ಬಗುಕ್ ಗಾವ್ತಾ ಮನ್ತಲ್ಯಾ ವಿಶಯಾತ್ ತುಮಿ ಎಕಾಮೆಕಾತ್ನಿ ಇಚಾರುಲಾಲ್ಯಾಶಿ ಕಾಯ್?