John 16:2 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କୁ ଲୋକମାନେ ସମାନଙ୍କେର ସମାଜଗୃହଗୁଡିକରୁ ବାହାର କରି ଦବେେ। ହଁ, ଏପରି ସମୟ ଆସୁଛି ଯେତବେେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ବାରା ସମାନେେ ପରମେଶ୍ବରଙ୍କ ସବୋ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭମାନଙ୍କୁ ସମାଜଚ୍ୟୁତ କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେକେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ସମାଜ-ଚ୍ୟୁତ ହେବ ଏବଂ ଏପରି ଦିନ ଆସିବ, ଯେତେବେଳେ ଲୋକେ ଭାବିବେ, ତୁମ୍ଭମାନଙ୍କୁ ବଧ କରିବା ଦ୍ୱାରା ସେମାନେ ଈଶ୍ୱରଙ୍କ ସେବା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ଲୋକମାନେ ସେମାନଙ୍କର ସମାଜଗୃହଗୁଡ଼ିକରୁ ବାହାର କରିଦେବେ। ହଁ, ଏପରି ସମୟ ଆସୁଛି ଯେତେବେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ୱାରା ସେମାନେ ପରମେଶ୍ୱରଙ୍କ ସେବା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಜುದೆವಾಚ್ಯಾ ಸಿನಾಗೊಗಾನಿತ್ನಾ ಭಾಯ್ರ್ ಘಾಲುನ್ ಹೊತಾ. ಅನಿ ತುಮ್ಕಾ ಜಿವಾನಿ ಮಾರ್ತಲ್ಯಾನಿ, ಅಪ್ನಿ ಜಿವಾನಿ ಮಾರುನ್ ಅಮಿ ದೆವಾಚಿ ಸೆವಾ ಕರುಲಾಂವ್ ಮನುನ್ ಚಿಂತ್ತಲೊ ಎಳ್ಬಿ ಯೆತಾ.