John 16:20 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ କାନ୍ଦିବ ଓ ଦୁଃଖିତ ହବେ, କିନ୍ତୁ ଜଗତ ଆନନ୍ଦିତ ହବେ। ତୁମ୍ଭେ ଦୁଃଖୀ ହବେ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦ ରେ ପରିଣତ ହବେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସତ୍ୟ କହୁଛି, ତୁମ୍ଭେମାନେ କ୍ରନ୍ଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦିତ ହେବ। ତୁମେ ଶୋକାର୍ତ୍ତ ହେବ, କିନ୍ତୁ ତୁମର ଶୋକ ଆନନ୍ଦରେ ପରିଣତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ କାନ୍ଦିବ ଓ ଦୁଃଖିତ ହେବ, କିନ୍ତୁ ଜଗତ ଆନନ୍ଦିତ ହେବ। ତୁମ୍ଭେ ଦୁଃଖୀ ହେବ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦରେ ପରିଣତ ହେବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆ ಹೊತ್ತೆ ಸಾಂಗ್ತಾ, ತುಮಿ ಕಳ್ವಳ್ತ್ಯಾಶಿ ಅನಿ ರಡ್ತ್ಯಾಶಿ, ಖರೆ ಸಗ್ಳೊ ಜಗ್ ಖುಶಿ ಹೊತಾ, ತುಮಿ ದುಕ್ಕಾನ್ ರ್ಹಾತ್ಯಾಶಿ, ಖರೆ ತುಮ್ಚೊ ದುಕ್ ಕುಶಿ ಹೊವ್ನ್ ಬದಲ್ತಾ.