John 16:21 — Compare Translations

7 translations compared side by side

Odia - 1840
"ଯେତବେେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ୟନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦବୋର ସମୟ ଆସିଯାଇଥାଏ। କିନ୍ତୁ ତାର ସନ୍ତାନ ଜନ୍ମ ହବୋ ପରେ ସେ କଷ୍ଟ ଭୁଲିଯାଏ। ଜଗତ ରେ ସନ୍ତାନଟିଏ ଜନ୍ମ ହଇେଥିବା କାରଣରୁ ସେ ଏବେ ଖୁସି ଅନୁଭବ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁ ଆଉ କଷ୍ଟ ସ୍ମରଣ କରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଆସନ୍ନପ୍ରସବା ସ୍ତ୍ରୀ ଲୋକ ତା’ର ପ୍ରସବ ବେଦନା ଆରମଭ ହେବ ଜାଣି ବ୍ୟଥିତ ହୁଏ; କିନ୍ତୁ ଶିଶୁଟିଏ ଜନ୍ମ ହେଲେ, ସେ ତା’ର ଯନ୍ତ୍ରଣା ଭୁଲିଯାଏ। ନବଜାତ ଶିଶୁ ସନ୍ତାନ ଯୋଗୁଁ ସେ ଉଲ୍ଲସିତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ଯନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦେବାର ସମୟ ଆସିଯାଇଥାଏ। କିନ୍ତୁ ତା’ର ସନ୍ତାନ ଜନ୍ମ ହେବା ପରେ ସେ କଷ୍ଟ ଭୁଲିଯାଏ। ଜଗତରେ ସନ୍ତାନଟିଏ ଜନ୍ମ ହେଇଥିବା କାରଣରୁ ସେ ଏବେ ଖୁସୀ ଅନୁଭବ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಪೊರಾಕ್ ಜಲಮ್ ದಿತಲೊ ಎಳ್ ಯೆಲ್ಲ್ಯಾ ತನ್ನಾ ಅಪ್ನಾಚೊ ಕಸ್ಟಾಚೊ ಎಳ್ ಯೆಲೊ ಮನುನ್ ಎಕ್ ಬಾಯ್ಕೊಮನ್ಸಿಕ್ ದುಕ್ ಹೊತಾ, ಖರೆ ಪೊರ್ ಉಪಾಜಲ್ಲ್ಯಾ ತನ್ನಾ ತಿ ತೊ ಸಗ್ಳೊ ಕಸ್ಟ್ ಇಸರ್‍ತಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಹ್ಯಾ ಜಗಾತ್ ಎಕ್ ಪೊರ್ ಉಪಾಜ್ಲೊ ಮಟಲ್ಲ್ಯಾಸಾಟ್ನಿ ತಿ ಕುಶಿ ಹೊತಾ.