John 16:22 — Compare Translations

7 translations compared side by side

Odia - 1840
"ଏହିପରି ତୁମ୍ଭ କ୍ଷେତ୍ର ରେ ମଧ୍ଯ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭଙ୍କୁ ପୁଣି ଭଟେିବି ଓ ତୁମ୍ଭମାନେେ ଖୁସି ହବେ। କହେି ତୁମ୍ଭର ଆନନ୍ଦ ନଇେ ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ଦୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ସେହି ଅବସ୍ଥା ଘଟିବ। ଏବେ ତୁମେ ଶୋକାତୁର, କିନ୍ତୁ ଶୀଘ୍ର ମୁଁ ଆଉ ଥରେ ତୁମକୁ ଦେଖିବି ଓ ସେତେବେଳେ ତୁମର ହୃଦୟ ଆନନ୍ଦରେ ଭରିଯିବ। ସେହି ଆନନ୍ଦ ତୁମଠାରୁ କେହି କାଢ଼ି ନେଇ ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ତୁମ୍ଭ କ୍ଷେତ୍ରରେ ମଧ୍ୟ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭକୁ ପୁଣି ଭେଟିବି ଓ ତୁମ୍ଭେମାନେ ଖୁସୀ ହେବ। କେହି ତୁମ୍ଭର ଆନନ୍ଦ ନେଇ ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ತುಮ್ಚ್ಯಾ ವಾಂಗ್ಡಾಬಿ ಹೊತಾ, ತುಮಿ ಅತ್ತಾ ದುಕಾತ್ ಹಾಶಿ, ಖರೆ ಮಿಯಾ ಅನಿ ಎಗ್ದಾ ತುಮ್ಕಾ ಭೆಟ್ತಾನಾ ತುಮ್ಚಿ ಮನಾ ಖುಶಿನ್ ಭರಲ್ಲಿ ರ್‍ಹಾತ್ಯಾತ್. ತಿ ಕುಶಿ ಕೊನಾಕ್ಬಿ ತುಮ್ಚ್ಯಾಕ್ನಾ ಕಾಡುನ್ ನ್ಹೆವ್ಕ್ ಹೊಯ್ನಾ”.