John 16:24 — Compare Translations

7 translations compared side by side

Odia - 1840
"ଏପର୍ୟ୍ଯନ୍ତ ତୁମ୍ଭେ ମାେ ନାମ ରେ କିଛି ମାଗି ନାହଁ। ମାଗ, ତୁମ୍ଭମାନେେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ନାମରେ କିଛି ମାଗି ନାହଁ। ବର୍ତ୍ତମାନଠାରୁ ମାଗ, ନିଶ୍ଚୟ ପାଳକ ଓ ତୁମ୍ଭେମାନେ ସମ୍ପୂର୍ଣ୍ଣଭାବେ ସୁଖୀ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏପର୍ଯ୍ୟନ୍ତ ତୁମ୍ଭେ ମୋ’ ନାମରେ କିଛି ମାଗି ନାହଁ। ମାଗ, ତୁମ୍ଭେମାନେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”
Odia IRV 2017 (ଓଡିଆ ବାଇବେଲ)
ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಜ್ ಪತರ್ ತುಮಿ ಮಾಜ್ಯಾ ನಾವಾನ್ ಕಾಯ್ಬಿ ಮಾಗುಕ್‍ನ್ಯಾಶಿ; ಇಚಾರಾ ಅನಿ ತುಮ್ಕಾ ಗಾವ್ತಾ. ಅಶೆ ತುಮ್ಚೊ ಕುಶಿ ಪುರಾ ಹೊತಾ”.