John 16:25 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସାଙ୍କତେିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତବେେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟ ରେ ସରଳ ଭାଷା ରେ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଉପମା ଦ୍ଵାରା ଏହିସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ଵାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ତୁମ୍ଭମାନଙ୍କୁ ଏହି ସବୁ କଥା ରୂପକ ଦେଇ କହୁଛି। କିନ୍ତୁ ଏପରି ସମୟ ଆସୁଛି, ଯେତେବେଳେ ଆଉ ରୂପକ ବ୍ୟବହାର ନ କରି ଈଶ୍ୱରଙ୍କ ସମ୍ପର୍କରେ ସବୁ ବିଷୟ ମୁଁ ସରଳ କଥାରେ ପ୍ରକାଶ କରିବି।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଉପରେ ବିଜୟ “ମୁଁ ତୁମ୍ଭକୁ ସାଙ୍କେତିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତେବେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟରେ ସରଳ ଭାଷାରେ କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟରୂପେ ତୁମ୍ଭମାନଙ୍କୁ ଜଣାଇବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಹೆ ಸಗ್ಳೆ ಸಾಂಗುಕ್ ಮಿಯಾ ಒಡ್ಪಾ ವಾಪರ್‍ಲೊ, ಖರೆ ಎಕ್ ಎಳ್ ಯೆತಾ, ತನ್ನಾ ಮಿಯಾ ಮಾಜ್ಯಾ ಬಾಬಾಚ್ಯಾ ವಿಶಯಾತ್ ತುಮ್ಚೆಕ್ಡೆ ಫೊಡುನ್ ಬೊಲ್ತಾ