John 16:27 — Compare Translations

7 translations compared side by side

Odia - 1840
"ପରମପିତା ତୁମ୍ଭଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭକୁ ପ୍ ରମେ କରନ୍ତି କାରଣ ତୁମ୍ଭେ ମାେତେ ପ୍ ରମେ କରିଛ। ସେ ତୁମ୍ଭଙ୍କୁ ପ୍ ରମେ କରନ୍ତି କାରଣ ମୁଁ ପରମେଶ୍ବରଙ୍କଠାରୁ ଆସିଛି ବୋଲି ତୁମ୍ଭେ ବିଶ୍ବାସ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପିତା ସ୍ଵୟଂ ତୁମ୍ଭମାନଙ୍କୁ ସ୍ନେହ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ଵରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ଵାସ କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଈଶ୍ୱର ନିଜେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, କାରଣ ତୁମ୍ଭେମାନେ ମୋତେ ପ୍ରେମ କରୁଛ ଏବଂ ମୁଁ ଈଶ୍ୱରଙ୍କ ନିକଟରୁ ଆଗତ ବୋଲି ବିଶ୍ୱାସ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତା ତୁମ୍ଭକୁ ପ୍ରେମ କରନ୍ତି। ସେ ତୁମ୍ଭକୁ ପ୍ରେମ କରନ୍ତି କାରଣ ତୁମ୍ଭେ ମୋତେ ପ୍ରେମ କରିଛ। ସେ ତୁମ୍ଭକୁ ପ୍ରେମ କରନ୍ତି କାରଣ ମୁଁ ପରମେଶ୍ୱରଙ୍କଠାରୁ ଆସିଛି ବୋଲି ତୁମ୍ଭେ ବିଶ୍ୱାସ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮಾಜೊ ಪ್ರೆಮ್ ಕರ್‍ಲ್ಯಾಶಿ ಅನಿ ಮಿಯಾ ದೆವಾಕ್ನಾ ಯೆಲಾ ಮನುನ್ ವಿಶ್ವಾಸ್ ಕರ್ಲ್ಯಾಶಿ ಮನುನ್ ಮಾಜೊ ಬಾಬಾ ತುಮ್ಚೊ ಪ್ರೆಮ್ ಕರ್‍ತಾ.