John 16:28 — Compare Translations

7 translations compared side by side

Odia - 1840
"ମୁଁ ଏହି ଜଗତକୁ ପରମପିତାଙ୍କଠାରୁ ଆସିଛି। ବର୍ତ୍ତମାନ ମୁଁ ଏହି ଜଗତ ଛାଡି ପରମେଶ୍ବରଙ୍କ ପାଖକୁ ଫରେିୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।
Odia BSI (ପବିତ୍ର ବାଇବଲ (CL) NT (BSI))
ବାସ୍ତବିକ୍ ମୁଁ ଈଶ୍ୱରଙ୍କ ନିକଟରୁ ଜଗତକୁ ଆସିଛି ଏବଂ ଶୀଘ୍ର ଏ ଜଗତକୁ ତ୍ୟାଗ କରି ପିତା ଈଶ୍ୱରଙ୍କ ନିକଟକୁ ଫେରିଯିବି।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ଜଗତକୁ ପରମପିତାଙ୍କଠାରୁ ଆସିଛି। ବର୍ତ୍ତମାନ ମୁଁ ଏହି ଜଗତ ଛାଡ଼ି ପରମେଶ୍ୱରଙ୍କ ପାଖକୁ ଫେରିଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಬಾಬಾಕ್ನಾ ಯೆಲೊ, ಅನಿ ಮಿಯಾ ಹ್ಯಾ ಜಗಾತ್ ಯೆಲೊ, ಅನಿ ಅತ್ತಾ ಮಿಯಾ ಹ್ಯೊ ಜಗ್ ಸೊಡುನ್ ಬಾಬಾಕ್ಡೆ ಜಾವ್ಕ್ ಲಾಗ್ಲಾ”, ಮಟ್ಲ್ಯಾನ್.