John 16:29 — Compare Translations
7 translations compared side by side
Odia - 1840
"ଯୀଶୁଙ୍କର ଶିଷ୍ଯମାନେ କହିଲେ, ତୁମ୍ଭେ ବର୍ତ୍ତମାନ ଆମ୍ଭକୁ ସ୍ପଷ୍ଟ ଭାବରେ କହୁଛ। ବୁଝି ନ ପାରିଲା ଭଳି କଷ୍ଟକର ଶବ୍ଦ ତୁମ୍ଭେ କହୁନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା କଥା ଆଉ କହୁ ନାହାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କଥା ଶୁଣି ଶିଷ୍ୟମାନେ ତାଙ୍କୁ କହିଲେ, “ଆପଣ ତ ବର୍ତ୍ତମାନ ରୂପକ ବ୍ୟବହାର ନ କରି ସରଳ ଭାବରେ କହୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ଶିଷ୍ୟମାନେ କହିଲେ, “ତୁମ୍ଭେ ବର୍ତ୍ତମାନ ଆମ୍ଭକୁ ସ୍ପଷ୍ଟ ଭାବରେ କହୁଛ। ବୁଝି ନ ପାରିଲା ଭଳି କଷ୍ଟକର ଶବ୍ଦ ତୁମ୍ଭେ କହୁ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା-କଥା ଆଉ କହୁ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟରୂପେ କହୁଅଛନ୍ତି ଓ ଉପମା କଥା ଆଉ କହୁ ନାହାଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾನಿ ತೆಕಾ, “ಅತ್ತಾ ತಿಯಾ ಒಡ್ಪಾ ವೈನಾ ಬೊಲಿನಸ್ತಾನಾ ಫೊಡುನ್ ಬೊಲುಲಾಲೆ,