John 16:30 — Compare Translations

7 translations compared side by side

Odia - 1840
"ଆମ୍ଭେ ବର୍ତ୍ତମାନ ଦେଖି ପାରୁଛୁ ଯେ ତୁମ୍ଭେ ସବୁ କିଛି ଜାଣ। ତୁମ୍ଭେ ଜଣଙ୍କୁ ତା'ର ପ୍ରଶ୍ନ ପଚାରିବା ପୂର୍ବରୁ ଉତ୍ତର କହିପାର। ଏହା ଦ୍ବାରା ଆମ୍ଭର ବିଶ୍ବାସ ହାଇେଛି ଯେ ତୁମ୍ଭେ ପରମେଶ୍ବରଙ୍କଠାରୁ ଆସିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ଵରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ଵାରା ବିଶ୍ଵାସ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ଆମେ ଜାଣୁଛ ଯେ ଆପଣ ସବୁ କଥା ଜାଣନ୍ତି। ଆପଣଙ୍କୁ କେହି କିଛି ପ୍ରଶ୍ନ ପଚାରିବା ଦରକାର ନାହିଁ। ଏଥିରୁ ଆମର ପୁରା ବିଶ୍ୱାସ ହେଉଛି, ଆପଣ ଈଶ୍ୱରଙ୍କ ପାଖରୁ ଆସିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ବର୍ତ୍ତମାନ ଦେଖି ପାରୁଛୁ ଯେ ତୁମ୍ଭେ ସବୁକିଛି ଜାଣ। ତୁମ୍ଭେ ଜଣକୁ ତା’ର ପ୍ରଶ୍ନ ପଗ୍ଭରିବା ପୂର୍ବରୁ ଉତ୍ତର କହିପାର। ଏହା ଦ୍ୱାରା ଆମ୍ଭର ବିଶ୍ୱାସ ହୋଇଛି ଯେ ତୁମ୍ଭେ ପରମେଶ୍ୱରଙ୍କଠାରୁ ଆସିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ୱରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಕಾ ಸಗ್ಳೆ ಗೊತ್ತ್ ಹಾಯ್ ಮನುನ್ ಅಮ್ಕಾ ಅತ್ತಾ ಕಳ್ಳೆ. ಕೊನ್ಬಿ ಪ್ರಸ್ನೊ ಇಚಾರುಚೆ ಮನ್ತಲೆ ತುಕಾ ನಕ್ಕೊ, ಹೆ ಅಮ್ಕಾ ತಿಯಾ ದೆವಾಕ್ನಾ ಯೆಲ್ಲೊ ಮನುನ್ ವಿಶ್ವಾಸ್ ಕರಿ ಸಾರ್ಕೆ ಕರ್‍ತಾ” ಮಟ್ಲ್ಯಾನಿ.