John 16:32 — Compare Translations
7 translations compared side by side
Odia - 1840
"ଶୁଣ! ସମୟ ଆସୁଛି ଯେତବେେଳେ ତୁମ୍ଭେ ଛିନ୍ନଭିନ୍ନ ହଇୟିବେ। ତୁମ୍ଭମାନଙ୍କୁ ମଧ୍ଯରୁ ପ୍ରେତ୍ୟକକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହାଇେ ଚାଲିୟିବ। ସହେି ସମୟ ଆସି ପହଞ୍ଚିଛି। ତୁମ୍ଭେ ମାେତେ ଏକାକୀ ଛାଡି ଦବେ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମାେ ସହିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେ-ବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମୟ ଆସୁଛି- ବର୍ତ୍ତମାନ ସେ ସମୟ ଆସିଗଲାଣି, ଯେତେବେଳେ ତୁମେ ସମସ୍ତେ ଛିନ୍ନଭିନ୍ନ ହୋଇଯିବ, ପ୍ରତ୍ୟେକେ ନିଜ ନିଜ ଘରକୁ ପଳାଇଯିବ, ଆଉ ମୁଁ ଏକାକୀ ହୋଇ ରହିଯିବି। କିନ୍ତୁ ପ୍ରକୃତରେ ମୁଁ ଏକାକୀ ନୁହେଁ, କାରଣ ପିତା ଈଶ୍ୱର ମୋ’ ସଙ୍ଗରେ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଶୁଣ! ସମୟ ଆସୁଛି ଯେତେବେଳେ ତୁମ୍ଭେ ଛିନ୍ନଭିନ୍ନ ହେଇଯିବ। ତୁମ୍ଭମାନଙ୍କୁ ମଧ୍ୟରୁ ପ୍ରତ୍ୟେକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହୋଇ ଗ୍ଭଲିଯିବ। ସେହି ସମୟ ଆସି ପହଞ୍ଚିଛି। ତୁମ୍ଭେ ମୋତେ ଏକାକୀ ଛାଡ଼ି ଦେବ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମୋ’ ସହିତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋ' ସାଙ୍ଗରେ ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಸಗ್ಳಿ ಲೊಕಾ ಮಾಳ್ಬರ್ ಹೊವ್ನ್ ತುಮ್ಚ್ಯಾ ಘರಾಕ್ನಿ ಪಳುನ್ ಜಾತಲೊ ಎಳ್ ಯೆಲೊ, ಅನಿ ತೊ ಯೆವ್ನ್ ಪಾವಲ್ಲೊಚ್ ಹಾಯ್, ಅನಿ ಮಿಯಾ ಎಕ್ಲೊಚ್ ಹುರ್ತಾ, ಖರೆ ಮಿಯಾ ಎಕ್ಲೊಚ್ ನಾಂವ್, ಕಶ್ಯಾಕ್ ಮಟ್ಲ್ಯಾರ್ ಬಾಬಾಚ್ ಮಾಜ್ಯಾ ವಾಂಗ್ಡಾ ಹಾಯ್.