John 16:33 — Compare Translations

7 translations compared side by side

Odia - 1840
"ମାଠାେ ରେ ତୁମ୍ଭମାନେେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲିି। ଏହି ଜଗତ ରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହାସୀ ହୁଅ ମୁଁ ଜଗତକୁ ଜୟ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ମୋʼଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କଥା ତୁମ୍ଭମାନଙ୍କୁ କହୁଛି, ଯେପରି ମୋ’ ସହିତ ସଂଯୁକ୍ତ ରହି ତୁମେ ମନରେ ଶାନ୍ତି ଅନୁଭବ କରିବ। ଜଗତ ତୁମକୁ କଷ୍ଟ ଦେବ; ତଥାପି ସାହସ ଧର, କାରଣ ମୁଁ ଜଗତକୁ ଜୟ କରିଛି।”
Odia Bible ERV 2004 (ପବିତ୍ର ବାଇବଲ)
“ମୋ’ଠାରେ ତୁମ୍ଭେମାନେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲି। ଏହି ଜଗତରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହସୀ ହୁଅ ମୁଁ ଜଗତକୁ ଜୟ କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಸಗ್ಳೆ ಮಾಜ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ರಾವ್ನ್ ಶಾಂತಿನ್ ರಾವ್ಚೆ ಮನುನ್ ಮಿಯಾ ಹೆ ಸಗ್ಳೆ ತುಮ್ಕಾ ಸಾಂಗಟ್ಲೊ, ಖರೆ ಧೈರೊ ಕರಾ! ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಹ್ಯಾ ಜಗಾ ವರ್ತಿ ಜಿಕ್ಲಾ ಮನುನ್ ಸಾಂಗಟ್ಲ್ಯಾನ್.