John 16:4 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତବେେଳେ ଏସବୁ ଘଟିବାର ସମୟ ଆସିବ, ସେତବେେଳେ ତୁମ୍ଭମାନେେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି । ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କୁ ମୁଁ ଏହି ସବୁ କଥା କହି ରଖିବାର ଉଦ୍ଦେଶ୍ୟ ହେଉଛି, ଏସବୁ ଘଟିଲେ, ତୁମ୍ଭେମାନେ ସ୍ମରଣ କରିବ ଯେ, ମୁଁ ଆଗରୁ ଏ ବିଷୟରେ କହିଥିଲି। “ଆରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଏିହ ବିଷୟ କହି ନ ଥିଲି, କାରଣ ମୁଁ ତୁମ ସଙ୍ଗରେ ଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତେବେଳେ ଏସବୁ ଘଟିବାର ସମୟ ଆସିବ, ସେତେବେଳେ ତୁମ୍ଭେମାନେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି। ପବିତ୍ରଆତ୍ମାଙ୍କର କାର୍ଯ୍ୟ “ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ଆରମ୍ଭରୁ ଏସବୁ କଥା ତୁମ୍ଭମାନଙ୍କୁ କହି ନ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥି ନିମନ୍ତେ ମୁଁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଅଛି । ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಹೆ ಸಗ್ಳೆ ಕರ್‍ತಲೊ ಎಳ್ ಯೆಲ್ಲ್ಯಾ ತನ್ನಾ ತುಮ್ಕಾ ಮಿಯಾ ದಿಲ್ಲಿ ಉಶಾರ್ಕಿ ಯಾದ್ ರಾಂವ್ದಿತ್ ಮನುನ್ ಹೆ ಸಗ್ಳೆ ಮಿಯಾ ತುಮ್ಕಾ ಸಾಂಗುಕ್ ಲಾಗ್ಲಾ”. ಅದ್ದಿಚ್ ಮಿಯಾ ಹೆ ಸಗ್ಳೆ ತುಮ್ಕಾ ಸಾಂಗುನತ್ತೊ, ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ತುಮ್ಚ್ಯಾ ವಾಗ್ಡಾ ಹೊತ್ತೊ.