John 16:5 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ମୁଁ ମାରେ ପ୍ ରରଣକେର୍ତ୍ତାଙ୍କ ପାଖକୁ ଯାଉଛି। କିନ୍ତୁ ତୁମ୍ଭମାନଙ୍କ ମଧ୍ଯରୁ ମାେତେ କହେି ପଚାରୁନାହଁ, ତୁମ୍ଭେ କେଉଁଆଡେ ଯାଉଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ପ୍ରୟାଣ କରୁଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବେ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଫେରି ଯାଉଛି। ତଥାପି ମୁଁ କୁଆଡ଼େ ଯାଉଛି ବୋଲି ତୁମ ମଧ୍ୟରୁ କେହି ମୋତେ ପଚାରୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ପାଖକୁ ଯାଉଛି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି ପଗ୍ଭରୁ ନାହଁ, “ତୁମ୍ଭେ କେଉଁଆଡ଼େ ଯାଉଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಮಿಯಾ ಮಾಕಾ ಧಾಡುನ್ ದಿಲ್ಲ್ಯಾಕ್ಡೆ ಜಾವ್ಕ್ ಲಾಗ್ಲಾ, ಅನಿಬಿ ತುಮ್ಚ್ಯಾತ್ಲೊ ಕೊನ್ಬಿ ಮಾಕಾ ತಿಯಾ ಖೈ ಜಾವ್ಲೆ ಮನುನ್ ಇಚಾರುಕ್ ಹೊಯ್ನಾ?