John 16:6 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ ହୃଦୟ ଦୁଃଖ ରେ ପରିପୂର୍ଣ୍ଣ କାରଣ ମୁଁ ତୁମ୍ଭକୁ ଏସବୁ କହିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବେ ମୋର ଏସବୁ କଥା ଶୁଣି ତୁମେ ଦୁଃଖରେ ଅଧୀର ହୋଇ ପଡ଼ିଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ କାରଣ ମୁଁ ତୁମ୍ଭକୁ ଏସବୁ କହିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತೆ ಸಗ್ಳೆ ಮಿಯಾ ತುಮ್ಕಾ ಸಾಂಗಟ್ಲಾ, ತುಮ್ಚ್ಯಾ ಮನಾಕ್ನಿ ಬೆಜಾರ್ ಹೊವ್ಲಾಲಾ.