John 16:7 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ମାରେ ଚାଲିୟିବା ତୁମ୍ଭମାନଙ୍କ ପାଇଁ ମଙ୍ଗଳଜନକ ଅଟେ। କାରଣ ମୁଁ ଚାଲିଗଲା ପରେ, ମୁଁ ତୁମ୍ଭପାଖକୁ ସହେି ସାହାୟ୍ଯକାରୀଙ୍କୁ ପଠାଇବି। କିନ୍ତୁ ଯଦି ମୁଁ ନ ଯାଏ, ତବେେ ସାହାୟ୍ଯକାରୀ ଆସିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ସତ୍ୟ କହୁଛି, ମୋର ଚାଲିଯିବା ତୁମ ପକ୍ଷରେ ମଙ୍ଗଳଜନକ, କାରଣ ମୁଁ ନ ଗଲେ, ସେହି ‘ସହାୟକ’ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ। କିନ୍ତୁ ମୁଁ ଗଲେ, ତାଙ୍କୁ ତୁମ ନିକଟକୁ ପଠାଇ ଦେବି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ମୋର ଗ୍ଭଲିଯିବା ତୁମ୍ଭମାନଙ୍କ ପାଇଁ ମଙ୍ଗଳଜନକ ଅଟେ। କାରଣ ମୁଁ ଗ୍ଭଲିଗଲା ପରେ, ମୁଁ ତୁମ୍ଭପାଖକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। କିନ୍ତୁ ଯଦି ମୁଁ ନ ଯାଏ, ତେବେ ସାହାଯ୍ୟକାରୀ ଆସିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ತುಮ್ಕಾ ಖರೆ ಅಸಲ್ಲೆ ಸಾಂಗ್ತಾ, ಮಿಯಾ ತುಮ್ಚ್ಯಾಕ್ನಾ ಧುರ್ ಗೆಲ್ಲೆ ತುಮ್ಕಾಚ್ ಬರೆ, ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಜಾಯ್ ನಸ್ಲ್ಯಾರ್ ಮಜತ್ ಕರ್ತಲೊ ಯೆಯ್ನಾ, ಮಿಯಾ ತುಮ್ಚ್ಯಾಕ್ನಾ ಗೆಲೊ ತರ್ ತೆಕಾ ತುಮ್ಚೆಕ್ಡೆ ಧಾಡುನ್ ದಿತಾ,