John 16:8 — Compare Translations

7 translations compared side by side

Odia - 1840
" ସେ ଯେତବେେଳେ ଆସିବେ, ସେତବେେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡିକର ସତ୍ଯତା, ପାପ, ଈଶ୍ବରଙ୍କଠା ରେ ଧାର୍ମିକତା ବିଚାର ଇତ୍ଯାଦି ବିଷୟ ରେ ପ୍ରମାଣ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆସି ପାପ, ଧାର୍ମିକତା ଓ ଈଶ୍ୱରଙ୍କ ନ୍ୟାୟ ବିଚାର ସମ୍ପର୍କରେ ଏ ଜଗତର ଲୋକଙ୍କୁ ପ୍ରକୃତ ଧାରଣା ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ଯେତେବେଳେ ଆସିବେ, ସେତେବେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡ଼ିକର ସତ୍ୟତା, ପାପ, ଈଶ୍ୱରଙ୍କଠାରେ ଧାର୍ମିକତା ବିଗ୍ଭର ଇତ୍ୟାଦି ବିଷୟରେ ପ୍ରମାଣ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
Odia IRV 2017 (ଓଡିଆ ବାଇବେଲ)
ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೊ ಯೆಲ್ಲ್ಯಾ ತನ್ನಾ ಹ್ಯಾ ಜಗಾತ್ಲ್ಯಾ ಲೊಕಾಕ್ನಿ ಪಾಪಾಚ್ಯಾ ವಿಶಯಾತ್ ತೆನಿ ಚುಕ್ ವಾಟೆರ್ ಹಾತ್ ಮನುನ್ ದಾಕ್ವುನ್ ದಿತಾ ಅನಿ ಖಲೆ ಸಮಾ ಹಾಯ್ ತ್ಯೆಚ್ಯಾ ವಿಶಯಾತ್ ಅನಿ ದೆವಾನ್ ಕರ್‍ತಲ್ಯಾ ಝಡ್ತಿಚ್ಯಾ ವಿಶಯಾತ್ ದಾಕ್ವುನ್ ದಿತಾ.