John 17:1 — Compare Translations
7 translations compared side by side
Odia - 1840
"ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ବର୍ଗ ଆଡେ ଚାହିଁଲେ। ସେ ପ୍ରାର୍ଥାନା କଲେ, ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହାଇେଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ବିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବନ୍ବିତ ଦଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହିସମସ୍ତ କଥା କହି ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ଵିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ଵିତ କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସବୁ କଥା କହିସାରିବା ପରେ, ଯୀଶୁ ଊଦ୍ଧ୍ୱର୍ମୁଖ ହୋଇ ପ୍ରାର୍ଥନା କଲେ; “ପିତା, ମୋର ସମୟ ଉପସ୍ଥିତ। ତୁମ ପୁତ୍ରଙ୍କୁ ମହିମାନ୍ୱିତ କର। ତା’ହେଲେ ପୁତ୍ର ମଧ୍ୟ ତୁମକୁ ମହିମାନ୍ୱିତ କର। ତା’ହେଲେ ପୁତ୍ର ମଧ୍ୟ ତୁମକୁ ମହିମାନ୍ୱିତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ପାଇଁ ପ୍ରାର୍ଥନା କରନ୍ତି ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ ଦେଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಸಾಂಗುನ್ ಹೊಲ್ಲ್ಯಾ ತನ್ನಾ ಜೆಜುನ್ ವೈರ್ ಸರ್ಗಾಕ್ಡೆ ಬಗಟ್ಲ್ಯಾನ್. ಅನಿ, ಬಾಬಾ ಎಳ್ ಯೆಲೊ, ಲೊಕಾನ್ ತುಕಾ ಮಹಿಮಾ ದಿವಸಾಟ್ನಿ ಲೆಕಾಕ್ ತಿಯಾ ತುಜಿ ಮಹಿಮಾ ದಿ.