John 17:11 — Compare Translations
7 translations compared side by side
Odia - 1840
"ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସୁଛି। ମୁଁ ବର୍ତ୍ତମାନ ଜଗତ ରେ ଆଉ ରହିବି ନାହିଁ। କିନ୍ତୁ ଏହି ଲୋକମାନେ ଜଗତ ରେ ରହିଛନ୍ତି। ହେ ପବିତ୍ର ପରମପିତା, ତୁମ୍ଭେ ସମାନଙ୍କେୁ ନିରାପଦ ରେ ରଖ। ତୁମ୍ଭ ନାମର ଶକ୍ତି ଦ୍ବାରା ସମାନଙ୍କେୁ ନିରାପଦ ରେ ରଖ ଯେପରି ତୁମ୍ଭେ ଓ ମୁଁ ଏକ, ସମାନେେ ସହେିପରି ଏକ ହାଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି । ପବିତ୍ର ପିତଃ, ତୁମ୍ଭ ନାମରେ ସେମାନଙ୍କୁ ରକ୍ଷା କର (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ମୁଁ ତୁମ ପାଖକୁ ଆସୁଛି; ମୁଁ ଆଉ ଏ ଜଗତରେ ରହୁ ନାହିଁ। କିନ୍ତୁ ଏମାନେ ରହୁଛନ୍ତି। ପବିତ୍ର ପିତା! ଯେଉଁମାନଙ୍କୁ ତୁମେ ମୋ’ ହାତରେ ସମର୍ପଣ କରିଛ, ତୁମ ନାମର ଶକ୍ତି ଦ୍ୱାରା ସେମାନଢ଼ଙ୍କୁ ରକ୍ଷା କର। ତୁମେ ଓ ମୁଁ ଯେପରି ଏକ, ସେମାନଙ୍କୁ ମଧ୍ୟ ସେହିପରି ଏକ ହେବାକୁ ସାହାଯ୍ୟ କର।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସୁଛି। ମୁଁ ବର୍ତ୍ତମାନ ଜଗତରେ ଆଉ ରହିବି ନାହିଁ। କିନ୍ତୁ ଏହି ଲୋକମାନେ ଜଗତରେ ରହିଛନ୍ତି। ହେ ପବିତ୍ର ପରମପିତା, ତୁମ୍ଭେ ସେମାନଙ୍କୁ ନିରାପଦରେ ରଖ। ତୁମ୍ଭ ନାମର ଶକ୍ତି ଦ୍ୱାରା ସେମାନଙ୍କୁ ନିରାପଦରେ ରଖ ଯେପରି ତୁମ୍ଭେ ଓ ମୁଁ ଏକ, ସେମାନେ ସେହିପରି ଏକ ହୋଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି । ପବିତ୍ର ପିତଃ, ତୁମ୍ଭ ନାମରେ ସେମାନଙ୍କୁ ରକ୍ଷା କର (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಮಿಯಾ ತುಜೆಕ್ಡೆ ಯೆವ್ಲಾಲಾ, ಅನಿ ಲೈ ಎಳ್ ಮಿಯಾ ಹ್ಯಾ ಜಗಾತ್ ರ್ಹಾಯ್ನಾ, ಖರೆ ತೆನಿ ಹ್ಯಾ ಜಗಾತುಚ್ ರ್ಹಾತ್ಯಾತ್. ಪವಿತ್ರ್ ಬಾಬಾ! ತುಜ್ಯಾ ನಾವಾಚ್ಯಾ ಬಳಾನ್ ತೆಂಕಾ ತಿಯಾ ರಾಕ್, ತೆಚ್ ನಾವ್ ತಿಯಾ ಮಾಕಾಬಿ ದಿಲ್ಲೆ. ಅಸೆ, ಕಶೆ ಮಿಯಾ ಅನಿ ತಿಯಾ ಎಕ್ ಹೊವ್ನ್ ಹಾಂವ್, ತಸೆ ತೆನಿಬಿ ಎಕ್ ಹೊವ್ನ್ ರ್ಹಾಂವ್ದಿತ್.