John 17:12 — Compare Translations
7 translations compared side by side
Odia - 1840
"ମୁଁ ଯେତବେେଳେ ସମାନଙ୍କେ ସହିତ ଥିଲି, ମୁଁ ସମାନଙ୍କେୁ ନିରାପଦ ରେ ରଖିଥିଲି। ମୁଁ ତୁମ୍ଭ ନାମର ଶକ୍ତି ବଳ ରେ ସମାନଙ୍କେୁ ନିରାପଦ ରେ ରଖିଥିଲି। ସହେି ନାମ ତୁମ୍ଭେ ମାେତେ ଦଇେଥିଲ। ମୁଁ ସମାନଙ୍କେୁ ସୁରକ୍ଷିତ କଲି। ସମାନଙ୍କେ ଭିତରୁ କବଳେ ଜଣେ ବିନାଶ ପାଇଁ ଉଦ୍ଦିଷ୍ଟ ଥିଲା। ଧର୍ମଶାସ୍ତ୍ର ଯେପରି ସଫଳ ହୁଏ ସେଥିପାଇଁ ସେ ନଷ୍ଟ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଆସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେମାନଙ୍କ ସଙ୍ଗରେ ଥିବାବେଳେ ତୁମ ନାମର ଶକ୍ତିରେ ମୁଁ ସେମାନଙ୍କୁ ରକ୍ଷା କରିଥିଲି। ଶାସ୍ତ୍ର ବାକ୍ୟ ଅନୁଯାୟୀ ସେମାନଙ୍କୁ ରକ୍ଷା କରିଥିଲି। ଶାସ୍ତ୍ର ବାକ୍ୟ ଅନୁଯାୟୀ ସେମାନଙ୍କ ମଧ୍ୟରୁ ଯାହାର ପତନ ଘଟିବାର ଥିଲା, ତା’ ଛଡ଼ା ଆଉ କାହାକୁ ମୁଁ ହରାଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ସେମାନଙ୍କ ସହିତ ଥିଲି, ମୁଁ ସେମାନଙ୍କୁ ନିରାପଦରେ ରଖିଥିଲି। ମୁଁ ତୁମ୍ଭ ନାମର ଶକ୍ତି ବଳରେ ସେମାନଙ୍କୁ ନିରାପଦରେ ରଖିଥିଲି। ସେହି ନାମ ତୁମ୍ଭେ ମୋତେ ଦେଇଥିଲ। ମୁଁ ସେମାନଙ୍କୁ ସୁରକ୍ଷିତ କଲି। ସେମାନଙ୍କ ଭିତରୁ କେବଳ ଜଣେ ବିନାଶ ପାଇଁ ଉଦ୍ଧିଷ୍ଟ ଥିଲା। ଧର୍ମଶାସ୍ତ୍ର ଯେପରି ସଫଳ ହୁଏ ସେଥିପାଇଁ ସେ ନଷ୍ଟ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଅାସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥି ନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತೆಂಚ್ಯಾ ವಾಂಗ್ಡಾ ಹೊತ್ತೊ ತನ್ನಾ, ತಿಯಾ ಮಾಕಾ ದಿಲ್ಲ್ಯಾ ತುಜ್ಯಾ ನಾವಾಚ್ಯಾ ಬಳಾನ್ ಮಿಯಾ ತೆಂಕಾ ಸುರಕ್ಷಿತ್ ಥವಲ್ಲೊ. ಅಶೆ ಪವಿತ್ರ್ ಪುಸ್ತಕಾತ್, ಕೊನಾಚೆ ನಿಸಂತಾನ್ ಹೊವ್ಕ್ ಪಾಜೆ ಮನುನ್ ಸಾಂಗಲ್ಲೆ ಹಾಯ್, ತೆ ಪುರಾ ಹೊವ್ಸಾಟ್ನಿ ತೆಕಾ ಎಕ್ಲ್ಯಾಕ್ ಸೊಡುನ್ ಹುರಲ್ಲೆ ಕೊನ್ಬಿ ನಾಸ್ ಹೊವ್ಕನಾತ್.