John 17:13 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭ ପାଖକୁ ଏବେ ଆସୁଛି। କିନ୍ତୁ ମୁଁ ଜଗତ ରେ ଥାଉ ଥାଉ ଏହିସବୁ ପାଇଁ ପ୍ରାର୍ଥନା କରୁଛି। ମୁଁ ଏହିସବୁ କ ହେ, ଯେପରି ଏହି ଲୋକମାନେ ମାଠାେ ରେ ଥିବା ଆନନ୍ଦ ପାଇ ପାରିବେ। ମୁଁ ଚା ହେଁ, ସମାନେେ ସମାନଙ୍କେ ଭିତ ରେ ମାରେ ପୂର୍ଣ୍ଣ ଆନନ୍ଦ ପାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ତୁମ ନିକଟକୁ ଆସୁଛି, କିନ୍ତୁ ଜଗତରେ ଥାଉଁ ଥାଉଁ ମୋର ଆନନ୍ଦରେ ସେମାନଙ୍କ ହୃଦୟ ପୂର୍ଣ୍ଣ କରିବା ପାଇଁ ମୁଁ ଆଜି ଏହି ସବୁ କଥା କହୁଛି।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭ ପାଖକୁ ଏବେ ଆସୁଛି। କିନ୍ତୁ ମୁଁ ଜଗତରେ ଥାଉ ଥାଉ ଏହିସବୁ ପାଇଁ ପ୍ରାର୍ଥନା କରୁଛି। ମୁଁ ଏହିସବୁ କହେ, ଯେପରି ଏହି ଲୋକମାନେ ମୋ’ଠାରେ ଥିବା ଆନନ୍ଦ ପାଇ ପାରିବେ। ମୁଁ ଗ୍ଭହେଁ, ସେମାନେ ସେମାନଙ୍କ ଭିତରେ ମୋର ପୂର୍ଣ୍ଣ ଆନନ୍ଦ ପାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಮಿಯಾ ತುಜೆಕ್ಡೆ ಯೆವ್ಲಾ, ಅನಿ ಮಿಯಾ ಹೆ ಸಗ್ಳೆ ಹ್ಯಾ ಜಗಾತ್ ಸಾಂಗ್ತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಮಾಜಿ ಕುಶಿ ಸಂಪುರ್ನ್ ರಿತಿನ್ ತೆಂಚ್ಯಾ ಮನಾತ್ನಿ ಭರುನ್ ರ್ಹಾಂವ್ದಿತ್.