John 17:14 — Compare Translations
7 translations compared side by side
Odia - 1840
"ମୁଁ ସମାନଙ୍କେୁ ତୁମ୍ଭର ଉପଦେଶ ଦଇେଅଛି। ଆଉ ଏହି ଜଗତର ଲୋକମାନେ ସମାନଙ୍କେୁ ଘୃଣା କରନ୍ତି। କାରଣ ସମାନେେ ଜଗତର ନୁହଁନ୍ତି ଓ ଯେପରି ମୁଁ ମଧ୍ଯ ଏହି ଜଗତରୁ ଉତ୍ପନ୍ନ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସେମାନଙ୍କୁ ତୁମର ବାର୍ତ୍ତା ଶୁଣାଇଛି। ସେଥିଲାଗି ସେମାନଙ୍କୁ ଜଗତ ଘୃଣା କରିଛି, କାରଣ ମୁଁ ଯେପରି ଏହି ଜଗତର ନୁହେଁ, ସେମାନେ ମଧ୍ୟ ନୁହନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ତୁମ୍ଭର ଉପଦେଶ ଦେଇଅଛି। ଆଉ ଏହି ଜଗତର ଲୋକମାନେ ସେମାନଙ୍କୁ ଘୃଣା କରନ୍ତି। କାରଣ ସେମାନେ ଜଗତର ନୁହନ୍ତି ଓ ଯେପରି ମୁଁ ମଧ୍ୟ ଏହି ଜଗତରୁ ଉତ୍ପନ୍ନ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತೆಂಕಾ ತುಜ್ಯಾ ಗೊಸ್ಟಿಯಾ ಶಿಕ್ವುಲೊ, ಖರೆ ಹ್ಯಾ ಜಗಾನ್ ತೆಂಕಾ ಧುರ್ ಕರ್ಲ್ಯಾನ್. ಕಶ್ಯಾಕ್ ಮಟ್ಲ್ಯಾರ್, ಕಶೆ ಮಿಯಾ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಲೊ ನ್ಹಯ್, ತಶೆಚ್ ತೆನಿಬಿ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಲೆ ನ್ಹಯ್.