John 17:15 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସମାନଙ୍କେୁ ଜଗତରୁ ନଇୟିବୋ ପାଇଁ କହୁନାହିଁ। ମୁଁ ତୁମକୁ ସମାନଙ୍କେୁ ପାପାତ୍ମା ଶୟତାନଠାରୁ ନିରାପଦ ରେ ରଖିବା ପାଇଁ କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କୁ ଜଗତରୁ ବାହାର କରି ନେବା ପାଇଁ ମୁଁ କହୁ ନାହିଁ; କିନ୍ତୁ ନିବେଦନ କରୁଛି, ଶୟତାନ କବଳରୁ ସେମାନଙ୍କୁ ରକ୍ଷା କର।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ସେମାନଙ୍କୁ ଜଗତରୁ ନେଇଯିବା ପାଇଁ କହୁ ନାହିଁ। ମୁଁ ତୁମକୁ ସେମାନଙ୍କୁ ପାପାତ୍ମା ଶୟତାନଠାରୁ ନିରାପଦରେ ରଖିବା ପାଇଁ କହୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಹ್ಯಾ ಜಗಾತ್ನಾ ಕಡೆಕ್ ಕಾಡುನ್ ಘೆ ಮನುನ್ ಮಿಯಾ ಮಾಗಿನಾ. ಖರೆ ತೆಂಕಾ ತ್ಯಾ ಬುರ್ಶ್ಯಾಚ್ಯಾ ಹಾತಾತ್ನಾ ರಾಕ್ ಮನುನ್ ಮಾಗ್ತಾ.