John 17:16 — Compare Translations

7 translations compared side by side

Odia - 1840
"ମୁଁ ଯେପରି ଜଗତର ନୁହେଁ, ସମାନେେ ସହେିପରି ଏହି ଜଗତର ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେପରି ଏ ଜଗତର ନୁହେଁ, ସେମାନେ ମଧ୍ୟ ନୁହଁନ୍ତି। ତୁମର ବାକ୍ୟ ହିଁ ସତ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେପରି ଜଗତର ନୁହେଁ, ସେମାନେ ସେହିପରି ଏହି ଜଗତର ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಮಿಯಾ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಲೊ ನ್ಹಯ್, ತಶೆಚ್ ತೆನಿಬಿ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಲೆ ನ್ಹಯ್.