John 17:18 — Compare Translations
7 translations compared side by side
Odia - 1840
"ମୁଁ ସମାନଙ୍କେୁ ଜଗତ ମଧ୍ଯକୁ ପଠାଇ ଦଇେଛି ଯେପରି ତୁମ୍ଭେ ମାେତେ ଏହି ଜଗତକୁ ପଠାଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ମୋତେ ଯେପରି ଜଗତକୁ ପ୍ରେରଣ କରିଛ, ମୁଁ ମଧ୍ୟ ସେମାନଙ୍କୁ ଜଗତକୁ ପଠାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ଜଗତ ମଧ୍ୟକୁ ପଠାଇ ଦେଇଛି ଯେପରି ତୁମ୍ଭେ ମୋତେ ଏହି ଜଗତକୁ ପଠାଇଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ತಿಯಾ ಮಾಕಾ ಜಗಾತ್ ಧಾಡುನ್ ದಿಲೆಯ್, ತಸೆಚ್ ಮಿಯಾ ತೆಂಕಾ ಜಗಾತ್ ಧಾಡುನ್ ದಿಲಾ.