John 17:2 — Compare Translations

7 translations compared side by side

Odia - 1840
"ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନ; ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ତାଙ୍କୁ ସମସ୍ତ ମାନବ ଜାତି ଉପରେ ଅଧିକାର ଦେଇଛ। ପୁଣି ଯେଉଁମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କରିଛ, ସେମାନଙ୍କୁ ଅନନ୍ତ ଜୀବନ ଦାନ କରିବା ପାଇଁ ତାଙ୍କୁ ଶକ୍ତି ଦେଇଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ଦେଇଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦେଇଛ, ସେସମସ୍ତଙ୍କୁ ସେହି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ।
Odia IRV 2017 (ଓଡିଆ ବାଇବେଲ)
ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ತಿಯಾ ತ್ಯೆಚ್ಯಾ ತಾಬೆತ್ ದಿಲ್ಲ್ಯಾ ಸಗ್ಳ್ಯಾಕ್ನಿ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ದಿವ್‍ಸಾಟ್ನಿ ಮನುನ್ ಸಗ್ಳ್ಯಾ ಲೊಕಾಂಚ್ಯಾ ವರ್ತಿ ತೆಕಾ ಅದಿಕಾರ್ ದಿಲೆಯ್.