John 17:20 — Compare Translations

7 translations compared side by side

Odia - 1840
"ମୁଁ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କରେ ଓ ଏହି ଲୋକମାନଙ୍କର ଶିକ୍ଷା ହତେୁ ମାଠାେ ରେ ବିଶ୍ବାସ କରିବାକୁ ଯାଉଥିବା ସମସ୍ତ ଲୋକମାନଙ୍କ ପାଇଁ ମଧ୍ଯ ପ୍ରାର୍ଥନା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ଵାରା ଯେଉଁମାନେ ମୋʼଠାରେ ବିଶ୍ଵାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ କେବଳ ସେମାନଙ୍କ ପାଇଁ ଏହି ପ୍ରାର୍ଥନା କରୁ ନାହିଁ। ଯେଉଁମାନେ ସେମାନଙ୍କ ବାର୍ତ୍ତା ଶୁଣି ମୋ’ଠାରେ ବିଶ୍ୱାସ ସ୍ଥାପନ କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କରେ ଓ ଏହି ଲୋକମାନଙ୍କର ଶିକ୍ଷା ହେତୁ ମୋ’ଠାରେ ବିଶ୍ୱାସ କରିବାକୁ ଯାଉଥିବା ସମସ୍ତ ଲୋକମାନଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,
Odia IRV 2017 (ଓଡିଆ ବାଇବେଲ)
ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋ'ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಲಿ ತೆಂಚೆಸಾಟ್ನಿ ಎವ್ಡೆಚ್ ಮಿಯಾ ಮಾಗಿನಾ, ತೆನಿ ಸಾಂಗಲ್ಲಿ ಬರಿ ಖಬರ್ ಆಯ್ಕುನ್ ಮಾಜೆವರ್ತಿ ವಿಶ್ವಾಸ್ ಕರ್‍ತಲ್ಯಾ ಸಗ್ಳ್ಯಾಂಚ್ಯಾ ಸಾಟ್ನಿಬಿ ಮಿಯಾ ಮಾಗ್ತಾ.