John 17:21 — Compare Translations
7 translations compared side by side
Odia - 1840
"ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ଵାସ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସମସ୍ତଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରୁଛି। ସେମାନେ ସମସ୍ତେ ଏକ ହୁଅନ୍ତୁ- ଏହା ମୋର ପ୍ରାର୍ଥନା। ପିତା, ତୁମେ ଯେପରି ମୋ’ଠାରେ ଓ ମୁଁ ତୁମଠାରେ ବିଦ୍ୟମାନ, ସେହିପରି ସେମାନେ ସମସ୍ତେ ଆମଠାରେ ରହନ୍ତୁ। ଏହାଦ୍ୱାରା ଜଗତ ବିଶ୍ୱାସ କରିବ ଯେ ତୁମେ ମୋତେ ପ୍ରେରଣ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମପିତା, ମୁଁ ତୁମ୍ଭଠାରେ ପ୍ରାର୍ଥନା କରେ ଯେପରି ମୋ’ ଉପରେ ବିଶ୍ୱାସ ରଖୁଥିବା ଲୋକମାନେ ଏକ ହୋଇପାରିବେ। ତୁମ୍ଭେ ମୋ’ଠାରେ ରହିଛ ଓ ମୁଁ ତୁମ୍ଭଠାରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠାରେ ଯେପରି ଏକ ହୋଇ ପାରିବେ। ତଦ୍ଦ୍ୱାରା ଜଗତ ବିଶ୍ୱାସ କରିବ, ଯେ ତୁମ୍ଭେ ମୋତେ ପଠାଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳಿ ಲೊಕಾ ಎಕ್ ಹೊವ್ನ್ ರ್ಹಾಯ್ ಸಾರ್ಕೆ ಹೊಂವ್ದಿತ್ ಮನುನ್ ಮಿಯಾ ಮಾಗ್ತಾ. ಬಾಬಾ! ಕಶೆ ತಿಯಾ ಮಾಜ್ಯಾ ಭುತ್ತುರ್ ಹಾಸ್, ಅನಿ ಮಿಯಾ ತುಜೆ ಭುತ್ತುರ್ ಹಾಂವ್. ತಸೆಚ್ ತೆನಿಬಿ ಅಮ್ಚ್ಯಾ ಭುತ್ತುರ್ ಎಕ್ ಹೊವ್ನ್ ರ್ಹಾಯ್ ಸರ್ಕೆ ಹೊಂವ್ದಿತ್. ಅಶೆ ತಿಯಾಚ್ ಮಾಕಾ ಧಾಡುನ್ ದಿಲೆ ಮನುನ್ ಹ್ಯೊ ಜಗ್ ವಿಶ್ವಾಸ್ ಕರಿ ಸರ್ಕೆ ಹೊಂವ್ದಿತ್.