John 17:23 — Compare Translations

7 translations compared side by side

Odia - 1840
"ମୁଁ ସମାନଙ୍କେଠା ରେ ରହିବି ଓ ତୁମ୍ଭେ ମାଠାେ ରେ ରହିବ। ତେଣୁ ସମାନେେ ସଂମ୍ପୂର୍ଣ୍ଣ ଭାବେ ଏକ ହାଇପୋରିବେ। ତାହା ହେଲେ ଏହି ଜଗତ ଜାଣିପାରିବ ଯେ, ତୁମ୍ଭେ ମାେତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମାେତେ ଯେପରି ପ୍ ରମେ କରୁଥିଲ ଠିକ୍ ସହେିପରି ଏହି ଲୋକମାନଙ୍କୁ ମଧ୍ଯ ପ୍ ରମେ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଯେପରି ମୋ’ଠାରେ, ମୁଁ ସେହିପରି ସେମାନଙ୍କଠାରେ ରହିବି। ତା’ହେଲେ ସେମାନେ ସମ୍ପୂର୍ଣ୍ଣ ଭାବରେ ଏକ ହେବେ ଏବଂ ଜଗତ ଜାଣିବ ଯେ ତୁମେ ମୋତେ ପଠାଇଛ ଓ ମୋତେ ଯେପରି ପ୍ରେମ କରୁଛ, ସେମାନଙ୍କୁ ମଧ୍ୟ ସେପରି ପ୍ରେମ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କଠାରେ ରହିବି ଓ ତୁମ୍ଭେ ମୋ’ଠାରେ ରହିବ। ତେଣୁ ସେମାନେ ସମ୍ପୂର୍ଣ୍ଣ ଭାବେ ଏକ ହୋଇପାରିବେ। ତାହାହେଲେ ଏହି ଜଗତ ଜାଣି ପାରିବ ଯେ, ତୁମ୍ଭେ ମୋତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମୋତେ ଯେପରି ପ୍ରେମ କରୁଥିଲ ଠିକ୍ ସେହିପରି ଏହି ଲୋକମାନଙ୍କୁ ମଧ୍ୟ ପ୍ରେମ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತೆಂಚ್ಯಾ ಭುತ್ತುರ್ ಹಾಂವ್ ಅನಿ ತಿಯಾ ಮಾಜ್ಯಾ ಭುತ್ತುರ್ ಹಾಸ್ ಅಶೆ ತೆನಿ ಸಂಪುರ್ನ್ ರಿತಿನ್ ಎಕ್ ಹೊಂವ್ದಿತ್, ಹೆಕಾ ಲಾಗುನ್ ಹ್ಯೊ ಜಗ್ ಕಳ್ವುನ್ ಘೆಂವ್ದಿ ತಿಯಾಚ್ ಮಾಕಾ ಧಾಡುನ್ ದಿಲ್ಲೆ. ಅನಿ ತಿಯಾ ಕಸೊ ಮಾಜೊ ಪ್ರೆಮ್ ಕರ್‍ಲೆ ತಸೆಚ್ ತ್ಯೆಂಚೊಬಿ ಪ್ರೆಮ್ ಕರ್‍ತೆ ಮನುನ್ ತೆಂಕಾ ಕಳುಂದಿ.