John 17:24 — Compare Translations

7 translations compared side by side

Odia - 1840
"ହେ ପରମପିତା, ତୁମ୍ଭେ ମାେତେ ଯେଉଁ ଲୋକମାନଙ୍କୁ ଦଇେଛ, ମୁଁ ଗ୍ଭ ହେ, ମୁଁ ଥିବା ପ୍ରେତ୍ୟକକ ସ୍ଥାନ ରେ ସମାନେେ ମାେ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସମାନେେ ମାରେ ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମାେତେ ଦଇେଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହବୋ ପୂର୍ବରୁ ମାେତେ ପ୍ ରମେ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ପିତା! ତୁମେ ସେମାନଙ୍କୁ ମୋ’ ହାତରେ ଦେଇଛ। ମୁଁ ଚାହେଁ; ଯେଉଁଠାରେ ମୁଁ ରହିବି, ସେମାନେ ସେଠାରେ ମୋ’ ସଙ୍ଗରେ ରହି ତୁମେ ମୋତେ ଦେଇଥିବା ଗୌରବ ଦେଖନ୍ତୁ, କାରଣ ଜଗତର ସୃଷ୍ଟି ପୂର୍ବରୁ ତୁମେ ମୋତେ ପ୍ରେମ କରିଥିଲ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
Odia IRV 2017 (ଓଡିଆ ବାଇବେଲ)
ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾ! ತಿಯಾ ತೆಂಕಾ ಮಾಜಾಕ್ಡೆ ದಿಲೆಯ್, ಅನಿ ಮಿಯಾ ಖೈ ರ್‍ಹಾತಾ ಥೈ ತೆನಿಬಿ ಹೊತ್ತೆ ಮಾಕಾ ಪಾಜೆ. ಅಶೆ ಹ್ಯೊ ಜಗ್ ರಚುಚ್ಯಾ ಅದ್ದಿಚ್ ತಿಯಾ ಮಾಜೊ ಪ್ರೆಮ್ ಕರುನ್ ಮಾಕಾ ದಿಲ್ಲಿ ಮಹಿಮಾ ತೆನಿಬಿ ಬಗಿ ಸರ್ಕೆ ಹೊಂವ್ದಿತ್.