John 17:25 — Compare Translations

7 translations compared side by side

Odia - 1840
"ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମାେତେ ପଠାଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣ୍ୟବାନ୍ ପିତା! ଜଗତ ତୁମକୁ ଜାଣେ ନାହିଁ। ମୁଁ ତୁମକୁ ଜାଣେ ଏବଂ ଏମାନେ ଜାଣନ୍ତି ଯେ, ତୁମେ ମୋତେ ପଠାଇଛ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମୋତେ ପଠାଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬರ್‍ಯಾ ಬಾಬಾ! ಹ್ಯೊ ಜಗ್ ತುಕಾ ವಳ್ಕಿನಾ, ಖರೆ ಮಿಯಾ ತುಕಾ ವಳಕ್ತಾ. ಅನಿ ಹೆಂಕಾ ತಿಯಾಚ್ ಮಾಕಾ ಧಾಡುನ್ ದಿಲೆ ಮನುನ್ ಗೊತ್ತ್ ಹಾಯ್.