John 17:3 — Compare Translations

7 translations compared side by side

Odia - 1840
"ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏକମାତ୍ର ସତ୍ୟ ଈଶ୍ଵର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନ; ଜୀବନ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଯେ ଏକ ମାତ୍ର ସତ୍ୟ ଈଶ୍ୱର, ଏହା ଉପଲବ୍ଧି କରିବା ଏବଂ ତୁମ ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେ ଏକମାତ୍ର ସତ୍ୟ ପରମେଶ୍ୱର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସେହି ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕನ್ನಾಚ್ ಮರಾನ್‍ನಸಲ್ಲೆ ಜಿವನ್ ಮಟ್ಲ್ಯಾರ್ ತುಕಾ ಎಕ್ಲ್ಯಾಚ್ ಖರ್‍ಯಾ ದೆವಾಕ್ ವಳಕ್ತಲೆ ಅನಿ ತಿಯಾ ಧಾಡುನ್ ದಿಲ್ಲ್ಯಾ ಜೆಜು ಕ್ರಿಸ್ತಾಕ್ ವಳಕ್ತಲೆ.