John 17:5 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତି ରେ ମାେତେ ଗୌରବାନ୍ବିତ କର। ଜଗତ ଆରମ୍ଭ ହବୋ ପୂର୍ବରୁ, ମାରେ ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମାେତେ ତୁମ୍ଭ ସହିତ ଗୌରବାନ୍ବିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ଦ୍ଵାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ଵିତ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା, ଜଗତର ସୃଷ୍ଟି ପୂର୍ବରୁ ତୁମ ସହିତ ମୋର ଯେଉଁ ଗୌରବ ଥିଲା, ବର୍ତ୍ତମାନ ତୁମର ଉପସ୍ଥିତିରେ ସେହି ଗୌରବ ମୋତେ ପ୍ରଦାନ କର।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତିରେ ମୋତେ ଗୌରବାନ୍ୱିତ କର। ଜଗତ ଆରମ୍ଭ ହେବା ପୂର୍ବରୁ, ମୋର ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମୋତେ ତୁମ୍ଭ ସହିତ ଗୌରବାନ୍ୱିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”
Odia IRV 2017 (ଓଡିଆ ବାଇବେଲ)
ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾ! ಹ್ಯೊ ಜಗ್ ರಚುಚ್ಯಾ ಅದ್ದಿ ಮಿಯಾ ತುಜ್ಯಾ ವಾಂಗ್ಡಾ ಹೊತ್ತ್ಯಾ ತನ್ನಾ ಮಾಕಾ ಹೊತ್ತಿ, ತಿಚ್ ಮಹಿಮಾ ತಿಯಾ ಮಾಕಾ ಅತ್ತಾ ತುಜ್ಯಾ ಇದ್ರಾಕ್ ದಿ.