John 17:6 — Compare Translations
7 translations compared side by side
Odia - 1840
"ତୁମ୍ଭେ ପୃଥିବୀର କେତକେ ଲୋକଙ୍କୁ ମାେତେ ଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଏହି ଜଗତ ମଧ୍ୟରୁ ଯେଉଁମାନଙ୍କୁ ତୁମେ ମୋ’ ହାତରେ ସମର୍ପଣ କରିଥିଲ, ମୁଁ ସେମାନଙ୍କ ନିକଟରେ ତୁମକୁ ପ୍ରକାଶ କରିଛି। ସେମାନେ ତୁମର- ତୁମେ ସେମାନଙ୍କୁ ମୋ’ ହାତରେ ଦେଇଥିଲ। ସେମାନେ ତୁମର- ତୁମେ ସେମାନଙ୍କୁ ମୋ’ ହାତରେ ଦେଇଥିଲ। ସେମାନେ ତୁମର ଆଜ୍ଞା ପାଳନ କରିଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ପୃଥିବୀର କେତେକ ଲୋକଙ୍କୁ ମୋତେ ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜಗಾತ್ ಮಾಜೆ ಮನುನ್ ತಿಯಾ ಮಾಕಾ ದಿಲ್ಲ್ಯಾಕ್ನಿ ಮಿಯಾ ತುಜಿ ವಳಕ್ ಕರುನ್ ದಿಲೊ. ತೆನಿ ತುಕಾ ಸಮಂದ್ ಪಡಲ್ಲೆ ಹಾತ್, ಅನಿ ತಿಯಾಚ್ ತೆಂಕಾ ಮಾಜ್ಯಾ ತಾಬೆತ್ ದಿಲೆಯ್, ತೆನಿ ತುಜ್ಯಾ ಗೊಸ್ಟಿಯಾಕ್ನಿ ಖಾಲ್ತಿ ಹೊವ್ನ್ ಹಾತ್.