John 17:8 — Compare Translations

7 translations compared side by side

Odia - 1840
"ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ମୋତେ ଯେସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ଵାସ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ମୋତେ ଦେଇଥିବା ବାର୍ତ୍ତା ମୁଁ ସେମାନଙ୍କୁ ଦେଇଛି ଓ ସେମାନେ ତାକୁ ଗ୍ରହଣ କରିଛନ୍ତି। ମୁଁ ଯେ ତୁମଠାରୁ ଆସିଛି ଓ ତୁମେ ମୋତେ ପଠାଇଛ, ଏ କଥା ସେମାନେ ନିଶ୍ଚିତଭାବେ ଜାଣି, ଏଥିରେ ବିଶ୍ୱାସ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ତୁମ୍ଭେ ଯେଉଁ ଉପଦେଶ ଦେଇଥିଲ, ମୁଁ ସେହି ଉପଦେଶ ଏହି ଲୋକଙ୍କୁ ଦେଇଛି। ସେମାନେ ତାହା ଗ୍ରହଣ କରିଛନ୍ତି। ସେମାନେ ଜାଣି ପାରିଲେ ଯେ, ମୁଁ ପ୍ରକୃତରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମୋତେ ପଠାଇଛ ବୋଲି ସେମାନେ ବିଶ୍ୱାସ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହି ସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಮಾಜ್ಯಾ ತಾಬೆತ್ ದಿಲ್ಲಿ ಖಬರ್ ಮಿಯಾ ತೆಂಕಾ ದಿಲಾ. ಅನಿ ತೆನಿ ತಿ ಸ್ವಿಕಾರ್ ಕರ್ಲ್ಯಾನಿ, ಅನಿ ಮಿಯಾ ತುಜೆಕ್ನಾಚ್ ಯೆಲಾ ಮನುನ್ ತೆಂಕಾ ಗೊತ್ತ್ ಹಾಯ್, ಅನಿ ತಿಯಾಚ್ ಮಾಕಾ ಧಾಡುನ್ ದಿಲೆ ಮನುನ್ ತೆನಿ ವಿಶ್ವಾಸ್ ಕರ್‍ತ್ಯಾತ್.