John 17:9 — Compare Translations
7 translations compared side by side
Odia - 1840
"ମୁଁ ସମାନଙ୍କେ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସହେିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମାେତେ ଦଇେଥିଲ। କାରଣ ସମାନେେ ତୁମ୍ଭର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ସେହିମାନଙ୍କ ପାଇଁ ପ୍ରାର୍ଥନା କରୁଛି। ଜଗତ ପାଇଁ ମୁଁ ପ୍ରାର୍ଥନା କରୁ ନାହିଁ। କେବଳ ଯେଉଁମାନେ ତୁମର ଓ ଯେଉଁମାନଙ୍କୁ ମୋ’ ହାତରେ ଦେଇଛ, ସେମାନଙ୍କ ପାଇଁ ପ୍ରାର୍ଥନା କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସେହିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମୋତେ ଦେଇଥିଲ। କାରଣ ସେମାନେ ତୁମ୍ଭର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;
Odia IRV 2017 (ଓଡିଆ ବାଇବେଲ)
ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತ್ಯೆಂಚ್ಯಾಸಾಟ್ನಿ ಮಾಗ್ನಿ ಕರ್ತಾ ಮಿಯಾ ಹ್ಯಾ ಜಗಾಸಾಟ್ನಿ ಮಾಗ್ನಿ ಕರಿನಾ, ತಿಯಾ ಮಾಕಾ ಮನುನ್ ಕೊನಾಕೊನಾಕ್ ದಿಲೆ ತೆಂಚೆಸಾಟ್ನಿ ಮಾಗ್ನಿ ಕರ್ತಾ. ತೆನಿ ತುಕಾ ಸಮಂದ್ ಪಡಲ್ಲಿ ಮಾನ್ಸಾ.