John 18:1 — Compare Translations
7 translations compared side by side
Odia - 1840
"ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ଯମାନଙ୍କ ସହିତ ଚାଲିଗଲେ। ସମାନେେ କିଦ୍ରୋଣ ଉପତ୍ୟକା ପାରି ହାଇଗେଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଚା ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସଠାେକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ପ୍ରାର୍ଥନା ଶେଷ କରି ଯୀଶୁ ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଝର ଆରପଟେ ଥିବା ଏକ ଉଦ୍ୟାନରେ ପ୍ରବେଶ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବନ୍ଦୀ ହେଲେ ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ୟମାନଙ୍କ ସହିତ ଗ୍ଭଲିଗଲେ। ସେମାନେ କିଦ୍ରୋଣ ଉପତ୍ୟକା ପାରି ହୋଇଗଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଗ୍ଭ ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହି ସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಹಿ ಮಾಗ್ನಿ ಸಾಂಗುನ್ ಹೊಲ್ಲ್ಯಾ ತನ್ನಾ, ತೊ ಅಪ್ನಾಚ್ಯಾ ಶಿಸಾಕ್ನಿ ವಾಂಗ್ಡಾ ಘೆವ್ನ್ ಕೆದ್ರೊನ್ ಮನ್ತಲೊ ಕರ್ಕೊ ದಾಟುನ್ ಗೆಲೊ, ಥೈ ಎಕ್ ಮ್ಹಳೊ ಹೊತ್ತೊ, ತೆನಿ ತ್ಯಾ ಮಳ್ಯಾತ್ ಗುಸ್ಲ್ಯಾನಿ.