John 18:10 — Compare Translations

7 translations compared side by side

Odia - 1840
"ଶିମାନେ ପିତରଙ୍କ ପାଖ ରେ ଗୋଟିଏ ଖଣ୍ଡା ଥିଲା। ସେ ଖଣ୍ଡା ବାହାର କରି ମୁଖ୍ଯ ଯାଜକଙ୍କ ଦାସକୁ ଆଘାତ କଲେ। ସେ ଦାସର ଡାହାଣ କାନ କଟି ଗଲା। ସହେି ଦାସର ନାମ ମାଲ୍ଖ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନ ପିତରଙ୍କ ପାଖରେ ଖଣ୍ତା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍ଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ପିତରଙ୍କ ହାତରେ ଗୋଟିଏ ଖଣ୍ଡା ଥିଲା। ସେ ତାହା ବାହାର କରି ପ୍ରଧାନ ଯାଜକଙ୍କର ଦାସ ମାଲ୍କସର ଡାହାଣ କାନ କାଟି ପକାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶିମୋନ ପିତରଙ୍କ ପାଖରେ ଗୋଟିଏ ଖଣ୍ଡା ଥିଲା। ସେ ଖଣ୍ଡା ବାହାର କରି ମୁଖ୍ୟ ଯାଜକଙ୍କ ଦାସକୁ ଆଘାତ କଲେ। ସେ ଦାସର ଡାହାଣ କାନ କଟି ଗଲା। ସେହି ଦାସର ନାମ ମା‌‌‌‌‌‌‌ଲ୍‌‌‌‌ଖ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ।
Odia IRV 2017 (ଓଡିଆ ବାଇବେଲ)
ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿಮಾವ್ ಪೆದ್ರುನ್ ಅಪ್ನಾಚೊ ಚಾಕು ಕಾಡ್ಲ್ಯಾನ್, ಅನಿ ಮೊಟ್ಯಾ ಯಾಜಕಾಂಚ್ಯಾ ಆಳಾಚ್ಯಾ ಕಾನಾಕ್ ಮಾರುನ್, ತೆಚೊ ಉಜ್ವೊ ಕಾನುಚ್ ಕಾತ್ರುನ್ ಕಾಡ್ಲ್ಯಾನ್. ತ್ಯಾ ಆಳಾಚೆ ನಾವ್ ಮಾಲ್ಖ್ ಮನುನ್ ಹೊತ್ತೆ.